ବିଷାକ୍ତ ସାପ କାମୁଡ଼ାରେ ଆଖିବୁଜିଲେ ଦୁଇ ଭଉଣୀ
ଅନୁଗୁଳ: ସାପ କାମୁଡ଼ାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଗାଁର ସୁମନ୍ତ ସାହୁଙ୍କ ଝିଅ ରୋଜାଲିନ୍(୧୩) ଓ ସୁଜାତା(୧୧)। ସୂଚନା ଅନୁସାରେ, ଗତକାଲି ରାତିରେ ୨ ଭଉଣୀ ଘରେ ଶୋଇଥିବା ବେଳେ ବିଷାକ୍ତ ସାପ ସେମାନଙ୍କୁ କାମୁଡ଼ି ଦେଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କଟକ ନିଆଯିବା ବାଟରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।
ଅନୁଗୁଳ: ସାପ କାମୁଡ଼ାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଗାଁର ସୁମନ୍ତ ସାହୁଙ୍କ ଝିଅ ରୋଜାଲିନ୍(୧୩) ଓ ସୁଜାତା(୧୧)।
ସୂଚନା ଅନୁସାରେ, ଗତକାଲି ରାତିରେ ୨ ଭଉଣୀ ଘରେ ଶୋଇଥିବା ବେଳେ ବିଷାକ୍ତ ସାପ ସେମାନଙ୍କୁ କାମୁଡ଼ି ଦେଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କଟକ ନିଆଯିବା ବାଟରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।