ବିଷାକ୍ତ ସାପ କାମୁଡ଼ାରେ ଆଖିବୁଜିଲେ ଦୁଇ ଭଉଣୀ

ଅନୁଗୁଳ: ସାପ କାମୁଡ଼ାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ଅନୁଗୁଳ ଜିଲ୍ଲାରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଗାଁର ସୁମନ୍ତ ସାହୁଙ୍କ ଝିଅ ରୋଜାଲିନ୍‌(୧୩) ଓ ସୁଜାତା(୧୧)।

ସୂଚନା ଅନୁସାରେ, ଗତକାଲି ରାତିରେ ୨ ଭଉଣୀ ଘରେ ଶୋଇଥିବା ବେଳେ ବିଷାକ୍ତ ସାପ ସେମାନଙ୍କୁ କାମୁଡ଼ି ଦେଇଥିଲା। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କଟକ ନିଆଯିବା ବାଟରେ ଉଭୟଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like