କୋଭିଡ୍ ଯୋଦ୍ଧାଙ୍କୁ ବାଣ୍ଟିଲେ ରନ୍ଧା ଖାଦ୍ୟ

ଭୁବନେଶ୍ୱର: କୋଭିଡ଼ ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ସହ ଉତ୍ସାହିତ କରିବା ପାଇଁ ନାଲକୋ ଫାଉଣ୍ଡେସନର ଉଦ୍ୟମ। ଭୁବନେଶ୍ୱରର ବିଭିନ୍ନ ଛକମାନଙ୍କରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କୁ ୧୫୦୦ ରନ୍ଧା ଖାଦ୍ୟ ପ୍ୟାକେଟ୍ ନାଲକୋ ପକ୍ଷରୁ ବଣ୍ଟନ କରାଯାଇଛି।

ଏନେଇ ୧୨୦ ବାଟାଲିଅନ୍ ଛକ, ନାଲକୋ ଛକ, ଡମଣା ଆଦି ସ୍ଥାନ ମାନଙ୍କରେ ନାଲକୋ ମହିଳା ସମିତିର ଅଧ୍ୟକ୍ଷା ସସ୍ମିତା ପାତ୍ର, ସଂପାଦିକା ପ୍ରତିଭା ମିଶ୍ରଙ୍କ ସମେତ ନାଲକୋ ଫାଉଣ୍ଡେସନର ଅନ୍ୟ ଅଧିକାରୀମାନେ ପୋଲିସ କର୍ମୀଙ୍କୁ ଖାଦ୍ୟ ପ୍ୟାକେଟ୍ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ୭ ଦିନ ଧରି ଏଭଳି ଖାଦ୍ୟ ବଣ୍ଟନ କାମ ଜାରି ରହିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like