ଉପନିର୍ବାଚନରେ ରାଜନୈତିକ ସଭା ନେଇ ଗାଇଡଲାଇନ ଜାରି

ଭୁବନେଶ୍ୱର: ଉପନିର୍ବାଚନରେ ରାଜନୈତିକ ସଭା ନେଇ ଗାଇଡଲାଇନ ଜାରି ହୋଇଛି। ରାଜନୈତିକ ସଭା ନେଇ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଅନୁସାରେ, କୌଣସି ହଲ୍, ସଭାଗୃହରେ ମିଟିଂ କଲେ ୫୦% ଲୋକଙ୍କୁ ଅନୁମତି ମିଳିବ। ହଲ୍‌ରୁ ୫୦% ସିଟ୍ ପାଇଁ ସର୍ବାଧିକ ୨ଶହ ଲୋକଙ୍କୁ ଅନୁମତି ଦିଆଯିବ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି।

ତେବେ ମିଟିଂ ହଲ୍‌ରେ ସବୁଲୋକ ମାସ୍କ ପିନ୍ଧିବେ, ସାମାଜିକ ଦୂରତ୍ୱ ରଖିବା ସହିତ ସମସ୍ତଙ୍କର ଥର୍ମାଲ ସ୍କାନିଂ ହେବ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି।

ତେବେ ସମସ୍ତଙ୍କ ପାଇଁ ସାନିଟାଇଜର ବ୍ୟବହାର  କରିବା ବାଧ୍ୟତାମୂଳକ କରାଯାଇଛି। ଖୋଲା ଜାଗାରେ ସ୍ଥାନ ଦେଖି ଲୋକ ସଂଖ୍ୟା ଅନୁମତି ଦେବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ସଭାରେ କେତେ ଲୋକଙ୍କୁ ଅନୁମତି ଦିଆଯିବ ସେ ନେଇ ଜିଲ୍ଲା ପ୍ରଶାସନ ସ୍ଥିର କରିବ ବୋଲି ଗାଇଡ୍‌ଲାଇନ ଜାରି ହୋଇଛି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like