• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ନୟାଗଡ଼: କରୋନା ଯୋଦ୍ଧାଙ୍କୁ କରୋନା। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କାର୍ଯ୍ୟରତ ଷ୍ଟାଫ୍‌ ନର୍ସଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ କୋଭିଡ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଯେଉଁମାନଙ୍କ ସଂସ୍ପର୍ଶରେ ସମ୍ପୃକ୍ତ ନର୍ସ ଜଣକ ଆସିଛନ୍ତି, ସମସ୍ତଙ୍କୁ ସଙ୍ଗରୋଧରେ ରଖାଯାଇଥିବା ନୟାଗଡ଼ ସିଡିଏମଓ ସୁଧାଂଶୁ ଷଡଙ୍ଗୀ କହିଛନ୍ତି।

Staff-nurse-engaged-at-nayagarh-district-headquarters-hospital-tests-positive-for-covid19
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories