ଡିସେମ୍ବର ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ଅବଧି

ଭୁବନେଶ୍ୱର: ଗାଡ଼ି କାଗଜପତ୍ର ଅବଧିକୁ ପୁଣି ବଢ଼ାଇଲେ ରାଜ୍ୟ ସରକାର। RC, DL, LL, ପରମିଟ୍ ଓ ଫିଟନେସ୍ ଅବଧି ବଢ଼ିଲା। ଡିସେମ୍ବର ୩୧ ଯାଏଁ ଅବଧି ବଢ଼ାଯାଇଥିବା ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। କିନ୍ତୁ ପଲ୍ୟୁସନ୍ ସାର୍ଟିଫିକେଟ୍ ବାଧ୍ୟତାମୂଳକ ବୋଲି STA ସ୍ପଷ୍ଟ କରାଯାଇଛି। ତେବେ ପଲ୍ୟୁସନ୍ ସାର୍ଟିଫିକେଟ୍ ଅବଧି ସରିଥିଲେ କରାଇନେବାକୁ ପରାମର୍ଶ ଦିଆଯାଇଛି।

ପ୍ରଥମେ କେନ୍ଦ୍ର ସରକାର ୪ର୍ଥ ଥର ପାଇଁ ଗାଡି କାଗଜପତ୍ର ଅବଧିକୁ ବୃଦ୍ଧି କରାଇଛନ୍ତି। ମହାମାରୀ କରୋନାକୁ ଦୃଷ୍ଟିରେ ରଖି ସେପ୍ଟେମ୍ୱର ୩୦ ପର୍ଯ୍ୟନ୍ତ ଥିବା ବୈଧତାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବଢାଇଛନ୍ତି।

ତେବେ ପୂର୍ବରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଫିଟ୍‌ନେସ୍‌, ପରମିଟ୍‌(ସମସ୍ତ ପ୍ରକାରର), ଡ୍ରାଇଭିଂ ଲାଇସେନ୍ସ, ରେଜିଷ୍ଟ୍ରେସନ୍‌ ସାର୍ଟିଫିକେଟ୍‌ କିମ୍ବା ଅନ୍ୟ ସମସ୍ତ ଡକ୍ୟୁମେଣ୍ଟ୍‌ସ୍‌ର ଅବଧି କେନ୍ଦ୍ର ବଢାଇଥିଲା। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁସାରେ, ୨୦୨୦, ଫେବୃଆରୀ ୧ରେ ଶେଷ ହୋଇଥିବା ଏହିସବୁ କାଗଜପତ୍ରର ବୈଧତା ଆସନ୍ତା ସ୍ପେପଟେମ୍ବର ୩୦ ତାରିଖ ଯାଏ ବୈଧ ରହିବ କୁହାଯାଇଥିଲା।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like