ପିଏମ୍ କିଷାନ ଯୋଜନା ଲାଗି ତାଲିକା ଦେବେ ସରକାର
ଭୁବନେଶ୍ୱର: ପିଏମ୍ କିଷାନ ଯୋଜନାରେ ଓଡ଼ିଶା ଚାଷୀଙ୍କୁ ସାମିଲ ନିମେନ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କାଳିଆ ଯୋଜନା ସଂକ୍ରାନ୍ତରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୨ ଲକ୍ଷ ୪୫ ହଜାର ଚାଷୀଙ୍କ ତାଲିକା ଦିଆଯିବ ବୋଲି ସୂଚନା ମିଳିଛି । ଏଥିରେ କାଳିଆ ଯୋଜନାରେ ସାମିଲ୍ ଥିବା କ୍ଷୁଦ୍ର, ନାମମାତ୍ର ଚାଷୀଙ୍କ ତାଲିକା ଦିଆଯିବ।
ଭୁବନେଶ୍ୱର: ପିଏମ୍ କିଷାନ ଯୋଜନାରେ ଓଡ଼ିଶା ଚାଷୀଙ୍କୁ ସାମିଲ ନିମେନ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। କାଳିଆ ଯୋଜନା ସଂକ୍ରାନ୍ତରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।
ପ୍ରଥମ ପର୍ଯ୍ୟାୟରେ ୧୨ ଲକ୍ଷ ୪୫ ହଜାର ଚାଷୀଙ୍କ ତାଲିକା ଦିଆଯିବ ବୋଲି ସୂଚନା ମିଳିଛି । ଏଥିରେ କାଳିଆ ଯୋଜନାରେ ସାମିଲ୍ ଥିବା କ୍ଷୁଦ୍ର, ନାମମାତ୍ର ଚାଷୀଙ୍କ ତାଲିକା ଦିଆଯିବ।