• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: କେନ୍ଦ୍ରର ଅନଲକ୍-ଟୁ ପରେ ଜୁଲାଇ ମାସ ଲାଗି ଆସିଲା ରାଜ୍ୟ ସରକାରଙ୍କ ଗାଇଡଲାଇନ୍। ରାଜ୍ୟ ସରକାରଙ୍କ ପକ୍ଷରୁ ହୋଇଥିବା ଗାଇଡଲାଇନକୁ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଘୋଷଣା କରିଥିଲେ। ଜାଣନ୍ତୁ କଣ ରହିଲା କଟକଣା, କଣ ହେବ କୋହଳ?

  • ରାତ୍ରକାଳୀନ କର୍ଫ୍ୟୁ ସମୟ ସୀମାକୁ କୋହଳ। କାଲିଠୁ ସନ୍ଧ୍ୟା ୭ ଟା ପରିବର୍ତ୍ତେ ରାତି ୯ଟାରୁ ଭୋର ୫ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ।
  • ୫୦ରୁ ଅଧିକ ଆକ୍ଟିଭ୍‌ କେସ୍‌ ଥିବା ୧୦ଟି ଜିଲ୍ଲାକୁ ଜୋନ-୧ ଘୋଷଣା। ସେଗୁଡିକ ହେଲା:- ଗଂଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର ଓ ଝାରସୁଗୁଡ଼ା।
  • ଜୁଲାଇ ୩୧ ଯାଏ ଧାର୍ମୀକ ଅନୁଷ୍ଠାନକୁ ସାଧାରଣ ଲୋକଙ୍କୁ ମନା।
  • ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ବନ୍ଦ ରହିବ।
  • ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ୩୧ ଅଗଷ୍ଟ ଯାଏ ବନ୍ଦ ରହିବ।
  • ରେଷ୍ଟୁରାଣ୍ଟ ଖୋଲା ରହିବ। ହେଲେ ସେଠାରେ ଖାଇହେବ ନାହିଁ।  ଖାଦ୍ୟ ପାର୍ସଲ ନିଆଯାଇ ପାରିବ।
  • ସବୁ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ।
  • ଶିଳ୍ପ କାରଖାନାରେ କାର୍ଯ୍ୟରତ କର୍ମଚାରୀ କଟକଣା ମୁକ୍ତ।
  • ପେଟ୍ରୋଲ ପମ୍ପ, ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀ କଟକଣାମୁକ୍ତ।
  • ମାସ୍କ ଓ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି ପାଳନ। ମାସ୍କ ନପିନ୍ଧିଲେ ପୂର୍ବଭଳି ଜୋରିମାନା ଆଦାୟ।
  • ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ।
  • ଦୋକାନୀ ସାମାଜିକ ଦୂରତ୍ୱ ବ୍ୟବସ୍ଥା ନକଲେ କାର୍ଯ୍ୟାନୁଷ୍ଠାନ।
  • କାର୍ଯ୍ୟାଳୟରେ କଟକଣା ଉଲ୍ଲଂଘନ ହେଲେ ଅଧିକାରୀ ଦାୟୀ ରହିବେ।
State-govt-issue-covid-advisory-for-july
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories