କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀଙ୍କ ସହ ୫ଟି ପ୍ରସଙ୍ଗରେ ଆଲୋଚନା କଲେ ସମୀର ଦାସ

ଭୁବନେଶ୍ୱର: କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସହ ଆଜି ବିଭିନ୍ନ ରାଜ୍ୟର ଶିକ୍ଷାମନ୍ତ୍ରୀମାନେ ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା କରିଥିଲେ। ଏହି ଆଲୋଚନାଏ ଯୋଗ ଦେଇଥିଲେ ଓଡ଼ିଶା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏବଂ ବିଭାଗୀୟ ସଚିବ ଚିତ୍ରା ଆରୁମଗମ।

ଏଥିରେ ସାମିଲ ହୋଇଥିଲେ ରାଜ୍ୟର ସ୍ୱାର୍ଥ ସମ୍ବଳିତ ୫ଟି ପ୍ରସଙ୍ଗରେ ଆଲୋଚନା ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ୩ ମାସର ମିଡ୍ ଡେ ମିଲ୍ ପିଲାଙ୍କୁ ଦେଇସାରିଥିବା ଜଣାଇଛନ୍ତି। ସେହିପରି ସିବିଏସଇ ଗାଇଡ୍‌ଲାଇନ ଅନୁଯାୟୀ ଯୁକ୍ତ ଦୁଇ ପରୀକ୍ଷା ବାବଦରେ ନିଷ୍ପତ୍ତି ନିଆଯିବ ବୋଲି ସମୀର ସୂଚନା ଦେଇଛନ୍ତି।

ସେହିଭଳି ପିଲାଙ୍କ ଇ-ଲର୍ଣ୍ଣି ନେଇ ବି ଆଲୋଚନା ହୋଇଛି। ବିନା ଦେୟରେ ଦୂରଦର୍ଶନ ମାଧ୍ୟମରେ ପାଠପଢ଼ା ଲାଗି ଦାବି ରଖିଥିବା ସମୀର ସୂଚନା ଦେଇଛନ୍ତି। ଇଣ୍ଟିଗ୍ରେଟେଡ୍ କମ୍ପ୍ୟୁଟର୍‌ ଟ୍ରେନିଂ ନେଇଥିବା ପିଲାମାନଙ୍କୁ ନିଜ ନିଜ ଅଞ୍ଚଳରେ ନିଯୁକ୍ତି ଦେବା ପାଇଁ ବି ସେ କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଥିବା ସମୀର ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like