ଆର୍‌ଟିଓମାନେ ଦେଇପାରିବେ ଆନ୍ତଃରାଜ୍ୟ ବସ୍‌ ପରମିଟ୍

ଭୁବନେଶ୍ୱର; ଏଣିକି ଆର୍‌ଟିଓମାନେ ଦେଇପାରିବେ ଆନ୍ତଃରାଜ୍ୟ ବସ୍‌ ପରମିଟ୍। କରୋନାରେ ଗହଳି ଏଡ଼ାଇବାକୁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ପରିବହନ କମିଶନର। ଆବେଦନ ଦିନ ହିଁ ଆର୍ଟିଓମାନେ ଯଥା ସମ୍ଭବ ଅନୁମତି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।Image

ପୂର୍ବୁର ଅନ୍ତଃରାଜ୍ୟ ବସ୍ ଚଳାଚଳ ପାଇଁ ସ୍ୱତନ୍ତ୍ର ପରମିଟ୍ ଦରକାର ପଡୁଥିଲା। ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ଠାରୁ ଏନେଇ ସ୍ୱତନ୍ତ୍ର ପରମିଟ୍ ଆଣିବାକୁ ପଡୁଥିଲା। କିନ୍ତୁ ଆର୍‌ଟିଓମାନେ ଅନ୍ତଃରାଜ୍ୟ ବସ ପରମିଟ୍ ଦେଇପାରିବେ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।

ଆହୁରି ପଢ଼ନ୍ତୁ

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

ବିଜେଡିକୁ ଜନବିରୋଧୀର ସଂଜ୍ଞା ପଚାରିଲେ ପ୍ରଦୀପଙ୍କ ପତ୍ନୀ

ପରୀ ପ୍ରସଙ୍ଗରେ କଂଗ୍ରେସକୁ ଟାର୍ଗେଟ୍ କଲା ବିଜେପି

‘ମୁଁ କୌଣସି ପ୍ରକାର ଜନ ବିରୋଧୀ କାର୍ଯ୍ୟ କରି ନାହିଁ’

‘ପରୀ ପ୍ରସଙ୍ଗକୁ ଡାଇଭର୍ଟ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି’

You might also like