ଶୀତରେ ଥରୁଛି ସାରା ରାଜ୍ୟ

ଭୁବନେଶ୍ୱର : ସାରା ରାଜ୍ୟରେ ଜାରି ରହିଛଇ ଶୀତ ଲହରୀ । ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲେ।କେ । ଶୀତ ବଢୁଥିବାରୁ ସହର ମଧ୍ୟରେ ଯାତାଆତ ବି ଅନେକ ସ୍ଥାନରେ ବାଧାପ୍ରାପ୍ତ ହେ।ଇଛି । କହିବାକୁ ଗଲେ ବିଶେଷ କରି କନ୍ଧମାଳ ଜିଲ୍ଲାରେ ଶୀତର ପ୍ରକେ।ପ ଅଧିକ ରହିଛି । ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହୁଛି ।

ଗତକାଲି ଜିଲ୍ଲାର ସଦର ମହକୁମା ଫୁଲବାଣୀ ସହରରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରହିଥିବା ବେଳେ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସେଲସିଅସ ରହିଥିଲା । ଶୀତ ବଢୁଥିବାରୁ ରାସ୍ତା କଡରେ ଓ ଚା ଦେ।କାନରେ ଲେ।କଙ୍କ ଭିଡ ଜମୁଥିବା ଦେଖାଯାଉଛି ।

You might also like