ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ୩୦ ଓଡ଼ିଆ ଶ୍ରମିକ

ଆଳି; ଆନ୍ଧ୍ରପ୍ରଦେଶର ବିଜୟଓ୍ଵାଡା ପଥୁର ରୋଡରେ କାମ କରିବାକୁ ଯାଇଥିବା କେନ୍ଦ୍ରାପଡ଼ା ଜିଲ୍ଲାର ୩୦ ଓଡ଼ିଆ ଶ୍ରମିକ ଲକ୍‌ଡାଉନ୍‌ ଯୋଗୁ ସେଠାରେ ଫସି ରହିଛନ୍ତି। ଲକଡାଉନ ଯୋଗୁ ଟ୍ରେନ ଓ ଗାଡ଼ି ଚଳାଚଳ ବନ୍ଦ ଥିବାରୁ ସେମାନଙ୍କ ଘରକୁ ଫେରିବା ବାଟ ଏକଦମ୍‌ ବନ୍ଦ ହୋଇଯାଇଛି। ଏଥିପାଇଁ ସେମାନେ ଏକ ଭିଡିଓ ଜାରି କରି ନିଜ ରାଜ୍ୟକୁ ଫେରିଆସିବା ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି।

ନିଜ ପାଖରେ ଥିବା ଅତ୍ୟାବଶକୀୟ ସାମଗ୍ରୀ ସରି  ଆସୁଥିବାରୁ  ଲକଡାଉନ ଯୋଗୁ ବାହାରକୁ ଯାଇପାରୁନାହାନ୍ତି। ଏପଟେ ଲକଡାଉନ ରେ ହିନସ୍ତା ହେଉଥିବା ନିଜନିଜର ଆତ୍ମୀୟଙ୍କ ପାଇଁ ପରିବାର ଲୋକେ ନାହିଁ ନଥିବା ଚିନ୍ତାରେ ରହିଛନ୍ତି।

ଏହି ସମସ୍ତ ଶ୍ରମିକ ଗତ ୧୬ ତାରିଖରେ ଏକ ଘରୋଇ କମ୍ପାନୀରେ ଠିକା କାମ କରିବାକୁ ଆନ୍ଧ୍ରପ୍ରଦେଶର ବିଜୟଓ୍ଵାଡା ପଥୁର ରୋଡକୁ ଯାଇଥିଲେ। ସେଠାରେ ମାତ୍ର ଦୁଇଦିନ କାମ କରିବା ପରେ କରୋନା ପରିସ୍ଥିତି ଯୋଗୁ କାମବନ୍ଦ ହୋଇଯାଇଥିଲା। ଏବେ ସେମାନଙ୍କ ପାଖରେ ଆବଶ୍ୟକୟୀ ସାମଗ୍ରୀର ଅଭାବ ଯୋଗୁ ଓଡ଼ିଶା ଫେରି ଆସିବାକୁ ଚାହୁଁଛନ୍ତି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like