କେନାଲରେ ବୁଡି ଚତୁର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ !

ଯାଜପୁର : ଯାଜପୁର ଜିଲ୍ଲା ବିଂଝାରପୁର ନିକଟସ୍ଥ କେନାଲରେ ବୁଡ଼ି ଚତୁର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ ଅଭିଯୋଗ। ମୃତକ ହେଲେ ମଧୁସୁଦନପୁର ପ୍ରାଥମିକ ବିଦ୍ୟାଳୟର ଛାତ୍ର ରାଜା।

ଘଟଣା ଅନୁଯାୟୀ, ସାଙ୍ଗସାଥୀଙ୍କ ସହ କେନାଲରେ ଗାଧୋଉଥିବା ସମୟରେ ରାଜାଙ୍କ ଗୋଡ଼ ଖସି ଯାଇଥିଲା। ତାଙ୍କୁ ଉଦ୍ଧାର କରିବାକୁ ଅନ୍ୟ ପିଲାମାନେ ଚେଷ୍ଟା କରି ଏଥିରେ ବିଫଳ ହେବା ପରେ ଦମକଳ ବାହିନୀକୁ ଖବର ଦିଆଯାଇଥିଲା। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।

ଅନ୍ୟପଟେ ଏହି ମାମଲାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ବିଂଝାରପୁର ପୁଲିସ୍‌।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like