ସ୍କୁଲ୍‌ରେ ଭୂତ ! ପଢ଼ିବାକୁ ଆସୁ ନାହାନ୍ତି ପିଲା

ନୂଆପଡ଼ା: ସ୍କୁଲରେ ଭୂତ ଭୟ ଯୋଗୁ ସ୍କୁଲକୁ ଆସୁନାହାନ୍ତି ଛାତ୍ରଛାତ୍ରୀ। ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ନାଗଝର ଗାଁର ୟୁପି ସ୍କୁଲରେ ଏଭଳି ସ୍ଥିତି ଦେଖାଦେଇଛି। ସ୍କୁଲକୁ ଆସିବା ପରେ ଛାତ୍ରଛାତ୍ରୀମାନେ ଅସ୍ୱାଭାବିକ ଆଚରଣ କରୁଥିବା ଅଭିଯୋଗ ହୋଇଛି।

ଏହାକୁ ଦେଖି ପିଲାମାନେ ଭୟଭୀତ ହୋଇପଡ଼ିଛନ୍ତି। ଏପରିକି ଅଭିଭାବକମାନେ ମଧ୍ୟ ଭୟରେ ସେମାନଙ୍କ ପିଲାଙ୍କୁ ସ୍କୁଲକୁ ଛାଡୁନାହାନ୍ତି। ଫଳରେ ସ୍କୁଲର ଉପସ୍ଥାନ କମିବାରେ ଲାଗିଛି। ସେପଟେ ଭୂତ ଭୟ କିଛି ନାହିଁ। ଘଟଣାର ପ୍ରକୃତ ରହସ୍ୟ ଖୋଜି ସମାଧାନ କରାଯିବ ବୋଲି କହିଛନ୍ତି ସିନାପାଲି ବ୍ଲକ ଶିକ୍ଷା ଅଧିକାରୀ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like