ସରକାରୀ କ୍ୱାରେଣ୍ଟିନ୍ ହୋମ୍‌ରେ ଫିନାଇଲ୍ ପିଇ ଅନ୍ତେବାସୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା: କ୍ୱାରେଣ୍ଟିନ୍‌ ହୋମ୍‌ରେ ଅଘଟଣ। ସରକାରୀ କ୍ୱାରେଣ୍ଟିନ୍ ହୋମ୍‌ରେ ଫିନାଇଲ୍ ପିଇ ଜଣେ ଅନ୍ତେବାସୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଘଟଣା ସାମ୍ନାକୁ ଆସିଛି। ରାୟଗଡ଼ା ଜିଲ୍ଲା ଅଶୋକ କଲ୍ୟାଣ ମଣ୍ଡପ ସ୍ଥିତ ସରକାରୀ କ୍ୱାରେଣ୍ଟିନ୍ ହୋମ୍‌ରେ ଏହି ଅଭାବନୀୟ ଘଟଣା ଘଟିଛି।

ଫିନାଇଲ୍ ପିଇବା ପରେ ଅନ୍ତେବାସୀଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

ସୂଚନାଥାଉ କି, ଗତ ୨୬ ତାରିଖରେ ରାୟଗଡ଼ା କୁମ୍ଭିତୋଟା କ୍ୱାରେଣ୍ଟିନ୍ ହୋମ୍‌ରେ ଜଣେ ଅନ୍ତେବାସୀଙ୍କୁ ଏସିଡ୍ ମାଡ଼ ହୋଇଥିବା ଅଭିଯୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like