ଗାଈକୁ ‘ସୁନ୍ଦରୀ’ ମାରିଥିବା ଅଭିଯୋଗ, ଗାଁରେ ଉତ୍ତେଜନା

ଅନୁଗୁଳ: ବାଘୁଣୀ ସୁନ୍ଦରୀ ଆକ୍ରମଣରେ ଏକ ଗାଈର ମୃତ୍ୟୁ ହୋଇଥିବା ଅଭିଯୋଗ କରି ଅନୁଗୁଳ ଆଠମଲ୍ଲିକ ବନଖଣ୍ଡ ଲେହେଡ଼ି ଗାଁରେ ଉତ୍ତେଜନା ଦେଖାଦେଇଛି।

ଗାଈ ମାଲିକଙ୍କୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି ବୋଲି ଆଠମଲ୍ଲିକ ଡିଏଫ୍ଓ ସମ୍ୟକ ସାମନ୍ତରାୟ ସୂଚନା ଦେଇଛନ୍ତି। ତେବେ ଗାଈ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।

You might also like