• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rosalin Rath

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ସୁନେତ୍ର’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ସବୁ ସରକାରୀ ହସ୍ପିଟାଲ ଓ ମେଡିକାଲ କଲେଜରେ ମାଗଣା ଚକ୍ଷୁ ଚିକିତ୍ସା ସେବା ମିଳିବ। ମାଗଣାରେ ସବୁ ବର୍ଗ ଓ ବୟସର ଲୋକଙ୍କୁ ଚଷମା ମଧ୍ୟ ଯୋଗାଇ ଦିଆଯିବ।

ତା’ ସହିତ ମୋତିଆ ବିନ୍ଦୁ ଅପରେସନ୍‌ ମଧ୍ୟ ମାଗଣାରେ ହେବ। ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିବା ପରେ ସ୍ୱାସ୍ଥ୍ୟ ସଚିବ ପ୍ରମୋଦ ମେହେର୍ଦ୍ଦା ଏହି ସୂଚନା ଦେଇଛନ୍ତି।

ଯୋଜନାରେ ୫ ବର୍ଷ ମଧ୍ୟରେ ୬୮୦ କୋଟି ଟଙ୍କା ଖର୍ଚ୍ଚ ହେବ। ଆଜି ସୁଦ୍ଧା ଏହି ଯୋଜନାରେ ପିଠା କ୍ୟାମ୍ପରେ ୫୮ ହଜାର ୧୨୫ ଟି ଚଷମା ବିତରଣ କରାଯାଇଛି। ସେମାନଙ୍କ ମଧ୍ୟରୁ ୧୯ ହଜାର ୮୧୯ ଜଣ ଛାତ୍ରଛାତ୍ରୀ ହୋଇଥିବା ବେଳେ ୩୮ ହଜାର ୩୦୬ ଜଣ ବୟସ୍କ ଲୋକ ଥିଲେ।

https://youtu.be/fnYSsGCLUM0

Sunetra-yojana-starts
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories