• translate
Mihir Pattnayak

ନୂଆପଡ଼ା: ନୂଆପଡ଼ା ଜିଲ୍ଲାରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋମନା ବୀରହନୁମାନପଡ଼ାର ସୁକାନ୍ତ ବାଗ୍‌। ଗତକାଲି ବସଷ୍ଟାଣ୍ଡରେ କୁଲି କାମ ସାରି ସୁକାନ୍ତ ଘରକୁ ଆସିଥିଲେ। ସେଠାରେ ତାଙ୍କ ଦେହ ଅସୁସ୍ଥ ହେବାରୁ ପ୍ରଥମେ କୋମନା ଓ ପରେ ନୂଆପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆଜି ସକାଳେ ନୂଆପଡ଼ା ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ପ୍ରବଳ ଖରାରେ କାମ କରିବା ପରେ ଅଂଶୁଘାତରେ ସୁକାନ୍ତଙ୍କ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।

Other Stories

  • Dibyanga Man
    Divyang Man ମତେ ଛାଡ଼… ମୁଁ ଆଜି କିରୋସିନି ଢ଼ାଳି ହେଇ ମରିବି…

    ପାରାଦୀପ ଲକ୍ ଥାନା ସମ୍ମୁଖରେ ହେମନ୍ତ ପ୍ରଧାନ ନାମକ ଦିବ୍ୟାଙ୍ଗ ବ୍ୟକ୍ତି ଆଜି ଆତ୍ମାହୁତି ଉଦ୍ୟମ କରିଥିଲେ। ତାଙ୍କ ଘର ନିକଟସ୍ଥ କୋଠି ଗାଁରେ। ଦେହରେ କିରାସିନି ଢାଳି ସେ ନିଜକୁ ଜାଳିବାକୁ ଉଦ୍ୟମ କଲାବେଳେ ପୋଲିସ...

  • BJP Protest
    Mamita Murder Case ଦୌଡି ଦୌଡି ଆସିଲେ ଅଣ୍ଡା ମାରିଦେଇଗଲେ

    ପୋଲିସକୁ ଅଣ୍ଡା ମାଡ଼ । ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ମାମଲାକୁ ନେଇ ନିଆଁ ଜଳୁଛି । ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ନାକେଦମ୍‌ କଲେଣି ।

  • DRDO Espionage Case
    DRDO Espionage Case ଦୁବାଇରୁ ଆସିଥିଲା ଟଙ୍କା

    DRDO ହନିଟ୍ରାପ୍ ମାମଲାରେ ଆଉ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି.. ଦୁବାଇର ଲୁଲୁ ଇଣ୍ଟରନ୍ୟାସନାଲ୍ ଏକ୍ସଚେଞ୍ଜରୁ ଆସିଥିଲା ୨୪ ହଜାର ଟଙ୍କା.. ରାହସ୍ୟମୟୀ ମହିଳା ରାଜସ୍ଥାନ ମିଲିଟାରୀ ଇଂଜିନିୟରିଂ ସର୍ଭିସର ଜଣେ କର୍ମଚାରୀଙ୍କୁ ମଧ୍ୟ ହନିଟ୍ରାପ୍...

  • Bar
    Bhubaneswar Bars & Pubs ରଙ୍ଗଶାଳାର ରଙ୍ଗ ଛାଡ଼ିଗଲା, ବାରରେ ଝୁଲିଲା ତାଲା

    ଚାଲିଥିଲା ନାଚଗୀତ। ଖୁଲମଖୁଲା ହେଉଥିଲା ବେପାର। ମସଗୁଲ ହୋଇ ମଦ ପିଉଥିଲେ ମଦ୍ୟପ। ହଠାତ ରଙ୍ଗଶାଳାର ଝକିମିକି ଲାଇଟ ଲିଭିଗଲା। କେହି କିଛି ବୁଝିବା ପୂର୍ବରୁ ଆରମ୍ଭ ହୋଇଗଲା ଚଢାଉ। ମନୀଷ ହତ୍ୟାକାଣ୍ଡ ପରେ ସ୍କାନରରେ ବାର।...