ଯୁବତୀ ଓ ମହିଳାଙ୍କ ଅସ୍ୱାଭାବିକ ଆଚରଣ

ନୂଆପଡ଼ା(ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ସାନଜୋହେଲା ଗାଁରେ ଏବେ ଖେଳି ଯାଇଛି ଆତଙ୍କ। ଗାଁର ମହିଳା, ଯୁବତୀ ଓ ନାବାଳିକାଙ୍କ ଅସ୍ୱାଭାବିକ ବ୍ୟବହାର ସମସ୍ତଙ୍କୁ ଚିନ୍ତାରେ ପକାଇଛି।  ଗାଁର ପ୍ରାୟ ୫ରୁ ୬ ଜଣ ନାବାଳିକା ଓ ମହିଳା ଅସ୍ୱାଭାବିକ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି ।

କିଏ ରାସ୍ତାରେ ଗୁରୁଣ୍ଡି ଗୁରୁଣ୍ଡି ଯାଉଛି ତ ଆଉ କିଏ ରାସ୍ତାରେ ଗଡ଼ୁଛି । କିଏ ପୁଣି ଅଜବ ବ୍ୟବହାର ଦେଖାଉଛି । ଗାଁ ଲୋକଙ୍କର ସନ୍ଦେହ ଏହା ଗୁଣି ଗାରେଡିର ପ୍ରଭାବ। ଏହି ଘଟଣା ପାଇଁ ଜଣେ ବ୍ୟକ୍ତିଙ୍କୁ ଦାୟୀ କରିଛନ୍ତି ଗ୍ରାମବାସୀ। ତାଙ୍କୁ ଗିରଫ କରିବାକୁ ଦାବି କରି ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି।

ଅନ୍ୟପଟେ ଅସ୍ୱାଭାବିକ ବ୍ୟବହାର କରୁଥିବା ମହିଳା ଓ ଯୁବତୀଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି । ଡାକ୍ତର  ଏହାକୁ ମାନସିକ ରୋଗ ବୋଲି କହୁଛନ୍ତି।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like