ଶ୍ରୀମନ୍ଦିର ସଂସ୍କାର ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ପୁରୀ: ଶ୍ରୀମନ୍ଦିର ସଂସ୍କାର ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ୭୫ ମିଟର ପରିଧିର ଉଚ୍ଛେଦ ପ୍ରସଙ୍ଗରେ ସମସ୍ତ କାମ ଆଇନ ଅନୁସାରେ କରିବାକୁ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଅରୁଣ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ଦେଶ୍ୟ ଯେତେ ମହତ ଥିଲେ ମଧ୍ୟ ସବୁ କିଛି ଆଇନ ଅନୁସାରେ ହେଉ ବୋଲି ଶ୍ରୀ ମିଶ୍ର କହିଛନ୍ତି। ଏହା ସହିତ ଜମି ଅଧିଗ୍ରହଣ ପୂର୍ବରୁ ସମସ୍ତଙ୍କ ଆପତ୍ତି ଅଭିଯୋଗ ଶୁଣିବାକୁ ଆଡଭୋକେଟ ଜେନେରାଲଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆଜିର ଶୁଣାଣି ବେଳେ ପୁରୀ ଓ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ବିକାଶ ସଂପର୍କିତ ରିପୋର୍ଟ ପ୍ରଦାନ କରିବାକୁ ୨ ସପ୍ତାହ ସମୟ ମାଗିଥିଲେ ଆମିକସ୍‌ କ୍ୟୁରି ରଂଜିତ କୁମାର। ଏହି ଆବେଦନକୁ ଗ୍ରହଣ କରି ତାଙ୍କୁ ୨ ସପ୍ତାହ ସମୟ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୩ ତାରିଖରେ ହେବ।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

You might also like