ହରିଦାସପୁର-ପାରାଦୀପ ରେଳପଥରେ ପ୍ରଥମ ବିଜୁଳି ଚାଳିତ ଟ୍ରେନ୍‌ର ଟ୍ରାଏଲ ରନିଂ ଆରମ୍ଭ

ଭୁବନେଶ୍ୱର: ହରିଦାସପୁର-ପାରାଦୀପ ରେଳପଥରେ ପ୍ରଥମ ବିଜୁଳିଚାଳିତ ଟ୍ରେନ୍‌ର ଟ୍ରାଏଲ ରନିଂ ଆରମ୍ଭ ହୋଇଛି। ପୂର୍ବରୁ ଡିଜେଲ ଇଞ୍ଜିନ୍ ଟ୍ରାଏଲ ରନ୍ ହୋଇଥିଲା। ଆଜି ଇଲେକ୍ଟ୍ରିକ୍ ଟ୍ରେନ୍ ଟ୍ରାଏଲ ରନ୍ କରୁଛି। ଯଦି ଏହି ଟ୍ରାଏଲ୍ ରନ୍ ବେଳେ କୌଣସି ତୃଟି ବିଚ୍ୟୁତି ନ ହୁଏ, ତେବେ ଖୁବ୍‌ଶୀଘ୍ର ନିୟମିତ ଭାବେ ଟ୍ରେନ୍ ଚଳାଚଳ ଆରମ୍ଭ ହେବ ବୋଲି ଜଣାପଡ଼ିଛି।

ହରିଦାସପୁରରୁ ପାରାଦୀପ ଦୀର୍ଘ ୮୨ କିଲୋମିଟର ପଥ ଅତିକ୍ରମ ବେଳେ ବିଭିନ୍ନ ସ୍ଥାନରେ ଏହାର ଯାଞ୍ଚ କରାଯାଉଛି। ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ କେଉଁଠି ତୃଟି ଅଛି କି ନାହିଁ, ତାହାର ଅନୁଧ୍ୟାନ କରୁଛନ୍ତି। ଟ୍ରେନ୍ ଟି ଆଜି ୧୦ଟା ୧୩ ମିନିଟ ସମୟରେ ହରିଦାସପୁର ଷ୍ଟେସନରୁ ବାହାରିଥିଲା। ତେବେ ଏହି ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାରୁ ଖୁସି ପ୍ରକାଶ କରିଛନ୍ତି ବିଜେପପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like