• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଯାଜପୁର: ଦିନ ଦ୍ୱିପ୍ରହରରେ ଜଘନ୍ୟକାଣ୍ଡ। ଶିକ୍ଷୟିତ୍ରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଦେଲେ ଦୁର୍ବୃତ୍ତ। ଯାଜପୁର ରୋଡ୍ ରାଛିପୁର ଛକରେ ଘଟିଛି ଏପରି ଅଭାବନୀୟ ଘଟଣା । ମୃତ ଶିକ୍ଷୟିତ୍ରୀଙ୍କ ନାଁ ମହାମାୟା ଜେନା।

ଅନ୍ୟ ଜଣେ ଶିକ୍ଷକ ମୋହିନୀ ମୋହନ ମୁଦୁଲିଙ୍କ ସହ ଶିକ୍ଷୟିତ୍ରୀ ଜଣକ ବାଇକ୍‌ରେ ଆସୁଥିବା ବେଳେ ଏହି ଆକ୍ରମଣ ହୋଇଛି। ଫଳରେ ଘଟଣାସ୍ଥଳରେ ହିଁ ଶିକ୍ଷୟିତ୍ରୀ ଜଣକଙ୍କ ମୃତ୍ୟୁ ଘଟିଛି।   ସେହିପରି ଶିକ୍ଷକ ମୋହିନୀ ମୋହନ ଗୁରୁତର ଆହତ ହୋଇଛନ୍ତି ।ଘଟଣାସ୍ଥଳରୁ ଫେରାର ହୋଇଯାଇଛି ଅଭିଯୁକ୍ତ।

ତେବେ ଏପରି ହତ୍ୟାକାଣ୍ଡ ପଛର ରହସ୍ୟ କ’ଣ ଜଣାପଡ଼ି ନାହିଁ।  ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ କରୁଛି।

Teacher-killed-in-jajpur-1
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories