‘କରୋନା ଲକ୍ଷଣ ଥାଉ ବା ନଥାଉ ପରୀକ୍ଷା କର’

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସଂକ୍ରମିତ ରାଜ୍ୟରୁ ଆସିଥିବା ବ୍ୟକ୍ତିମାନେ ସେମାନଙ୍କର ନମୁନା ପରୀକ୍ଷା କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ପ୍ରତିଶତଙ୍କ ଠାରେ କୌଣସି ଲକ୍ଷଣ ନଥିଲା କିନ୍ତୁ ପରୀକ୍ଷା ପରେ ସେମାନେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତେବେ କରୋନା ସଂକ୍ରମିତ ରାଜ୍ୟରୁ ଆସିଥିବା ବ୍ୟକ୍ତିମାନେ ନିଜର ଓ ପରିବାରର ସୁରକ୍ଷାପାଇଁ ପ୍ରାଥମିକତା ଭିତ୍ତିରେ ନମୁନା ପରୀକ୍ଷା କରିବା ପାଇଁ କୁହାଯାଇଛି। ରାଜ୍ୟରେ କରୋନା ସନ୍ଦେହ କରାଯାଉଥିବା ବ୍ୟକ୍ତିଙ୍କ ପରୀକ୍ଷା ଓ ପରବର୍ତ୍ତୀ ଚିକିତ୍ସା ସମ୍ପୂର୍ଣ୍ଣ ମାଗଣା କରାଯାଇଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like