• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

ଭୁବନେଶ୍ୱର: ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ପରେ ହିଁ ସ୍ପଷ୍ଟ ହେବ କିପରି ହେବ ଯୁକ୍ତ ୨ ଖାତା ଦେଖା ପ୍ରକ୍ରିୟା। ୪ ଜିଲ୍ଲା ଓ ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଲକଡାଉନ୍ ପରେ ଏବେ ଜିଲ୍ଲାପାଳଙ୍କ ପାଖରେ ରହିବ ସବୁ କ୍ଷମତା। ଜିଲ୍ଲାପାଳଙ୍କ ନିଷ୍ପତ୍ତି ପରେ ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଗାମୀ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସମୀର ଦାସ କହିଛନ୍ତି।

ଯୁକ୍ତ ୨ ଖାତା ଦେଖା ଓ ଫଳ ପ୍ରକାଶରେ ଯେପରି ବାଧା ନ ଉପୁଜିବ ସେ ନେଇ କେନ୍ଦ୍ରକୁ ସପ୍ତାହନ୍ତ ସଟଡାଉନ କଟକଣାରୁ ବାହାରେ ରଖିବା ଲାଗି ଗତକାଲି ବିଭାଗର ପ୍ରମୁଖ ସଚିବ ଚିତ୍ରା ଅରୁମୁଗମ ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି।

ଜୁନ୍ ୧ରୁ ଖାତା ଦେଖା ଆରମ୍ଭ ହୋଇଥିଲେ ବି କରୋନା ଲାଗି ବିଭିନ୍ନ ଜିଲ୍ଲାରେ କଟକଣା ଲାଗୁ ହୋଇଥିବାରୁ ଏହା ପ୍ରଭାବିତ ହୋଇଛି। ଏହାସହ ମୂଲ୍ୟାୟନରେ ସଂପୃକ୍ତ ଅଧ୍ୟାପକ, ଅଧ୍ୟାପିକାଙ୍କ ଯାତାୟତରେ ଯେପରି ବାଧା ସୃଷ୍ଟି ନ ହେବ ସେନେଇ ମଧ୍ୟ ପଦକ୍ଷେପ ନେବାକୁ କୁହାଯାଇଛି।

The-district-administration-will-decide-on-the-process-of-appearing-for-the-plus-2-examination-account
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories