ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶା ହାଇକୋର୍ଟର ନବନିଯୁକ୍ତ ମୁଖ୍ୟ ବିଚାରପତି ମହମ୍ମଦ ରଫିକ।  ଆସନ୍ତାକାଲି ସେ ଓଡ଼ିଶା ହାଇକୋର୍ଟଙ୍କ  ୩୧ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ। ପୂର୍ବରୁ ସେ ମେଘାଳୟ, ରାଜସ୍ଥାନ ହାଇକୋର୍ଟରେ ମଧ୍ୟ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିସାରିଛନ୍ତି।

ଜଷ୍ଟିସ ରଫିକ ୧୯୮୬ ମସିହାରେ ରାଜସ୍ଥାନରେ ସରକାରୀ ଓକିଲ ଭଲେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ।  ସୁପ୍ରିମକୋର୍ଟଙ୍କ କଲିଜିୟମ ତାଙ୍କୁ ଗତ ଏପ୍ରିଲ ୧୮ ତାରିଖରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେଇଥିଲେ। ତାଙ୍କ ନାଁକୁ ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ସୁପାରିଶ କରିଥିବାବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଯୁକ୍ତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like