ସ୍ୱାଭାବିକ ହେବ ମହାଡ଼ାକପାଳଙ୍କ କାର୍ଯ୍ୟାଳୟ

ଭୁବନେଶ୍ୱର: ସୋମବାର ଠାରୁ ସଂପୂର୍ଣ୍ଣ କାର୍ଯ୍ୟକାରୀ ହେବ ଭୁବନେଶ୍ୱର ମୁଖ୍ୟ ମହାଡ଼ାକପାଳଙ୍କ କାର୍ଯ୍ୟାଳୟ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୋମବାରଠାରୁ ସମସ୍ତ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟରେ ଯୋଗ ଦେବେ।

ଏହାସହ ଲକ୍‌ଡାଉନ୍ ସମୟ ସୀମା ଶେଷ ଯାଏ, ସବୁ ଗ୍ରୁପ ଅଧିକାରୀ ମାନେ ପ୍ରତିଦିନ କର୍ମଚାରୀଙ୍କ ଉପସ୍ଥାନ ତଥ୍ୟ ଦେବାକୁ ନିର୍ଦ୍ଦେଶ ରହିଛି, ଯାହାର ସମୀକ୍ଷା କରିବେ ମୁଖ୍ୟ ମହାଡାକପାଳ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like