• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Mahasweta Baral

ଯାଜପୁର: ଛେଳିଛୁଆକୁ ଗିଳି ଦେଇଥିବା ଏକ ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ।  ଘଟଣା ଯାଜପୁର ଜିଲ୍ଲା  ସୁକିନ୍ଦା ବନାଞ୍ଚଳ ବନ୍ଧଗାଁ ପଞ୍ଚାୟତ କୋଇଲ ଗ୍ରାମର।

ଏଠାରେ ଏକ ଅଜଗରଟି ଶାବକ ଛେଳି ଛୁଆକୁ ଗିଳି ଦେଇଥିବା ବେଳେ ଗ୍ରାମବାସୀଙ୍କ ନଜରକୁ ଆସିଥିଲା। ତୁରନ୍ତ ବନବିଭାଗ କର୍ମଚାରୀ ଓ ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କୁ ଯୋଗାଯୋଗ କରାଯାଇଥିଲା। ପରେ ସ୍ନେକ୍ ହେଲ୍ପଲାଇନର ସୌମ୍ୟାଜିତ ଗ୍ରାମ ବାସୀଙ୍କ ସହଯୋଗରେ ସାପଟିକୁ ଉଦ୍ଧାର କରିବା ପରେ ବନବିଭାଗକୁ ହସ୍ତାନ୍ତର କରିଛନ୍ତି। ଅଜଗରଟିର ଲମ୍ବ ପ୍ରାୟ ୧୨ ଫୁଟ ହୋଇଥିବା ବେଳେ ଉଦ୍ଧାର କରି ତାକୁ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ବନବିଭାଗ କହିଛି ।

The-rescue-of-the-pythons-that-swallowed-the-goat
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories