ଛେଳିଛୁଆକୁ ଗିଳିଥିବା ଅଜଗର ଉଦ୍ଧାର

ଯାଜପୁର: ଛେଳିଛୁଆକୁ ଗିଳି ଦେଇଥିବା ଏକ ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ।  ଘଟଣା ଯାଜପୁର ଜିଲ୍ଲା  ସୁକିନ୍ଦା ବନାଞ୍ଚଳ ବନ୍ଧଗାଁ ପଞ୍ଚାୟତ କୋଇଲ ଗ୍ରାମର।

ଏଠାରେ ଏକ ଅଜଗରଟି ଶାବକ ଛେଳି ଛୁଆକୁ ଗିଳି ଦେଇଥିବା ବେଳେ ଗ୍ରାମବାସୀଙ୍କ ନଜରକୁ ଆସିଥିଲା। ତୁରନ୍ତ ବନବିଭାଗ କର୍ମଚାରୀ ଓ ସ୍ନେକ ହେଲ୍ପଲାଇନ ସଦସ୍ୟଙ୍କୁ ଯୋଗାଯୋଗ କରାଯାଇଥିଲା। ପରେ ସ୍ନେକ୍ ହେଲ୍ପଲାଇନର ସୌମ୍ୟାଜିତ ଗ୍ରାମ ବାସୀଙ୍କ ସହଯୋଗରେ ସାପଟିକୁ ଉଦ୍ଧାର କରିବା ପରେ ବନବିଭାଗକୁ ହସ୍ତାନ୍ତର କରିଛନ୍ତି। ଅଜଗରଟିର ଲମ୍ବ ପ୍ରାୟ ୧୨ ଫୁଟ ହୋଇଥିବା ବେଳେ ଉଦ୍ଧାର କରି ତାକୁ ଜଙ୍ଗଲରେ ଛାଡ଼ି ଦିଆଯିବ ବୋଲି ବନବିଭାଗ କହିଛି ।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like