ଆହୁରି ୨୪ ଘଣ୍ଟା ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ଉତ୍ତର ବିହାର ଅଞ୍ଚଳରେ ଏକ ଟ୍ରପଲାଇନ୍ ସୃଷ୍ଟି ହୋଇଛି। ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ଦେଇ ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଗତକାଲିଠାରୁ ବର୍ଷା ଲାଗି ରହିଛି।

ଆହୁରି ୨୪ ଘଣ୍ଟା ଏଭଳି ପାଗ ରହିବ। ବିଶେଷ କରି ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ଘଡ଼ଘଡ଼଼ି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର , ଭଦ୍ରକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଅନ୍ୟପଟେ ଜାତୀୟ ଓ ଅନ୍ତର୍ଜାତୀୟ ପାଣିପାଗ ସଂସ୍ଥାର ପୂର୍ବାନୁମାନ ଯାହା ରହିଛି ମେ ୧ ଆଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ,  ସେ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କୌଣସି ସ୍ପଷ୍ଟ ସୂଚନା ଦେଇନାହିଁ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like