ବିଜେଡି ବିରୋଧରେ ହେବ ମହାମେଣ୍ଟ !

ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନରେ  ଓଡ଼ିଶାରେ ବିଜେଡି ବିରୋଧରେ ମହାମେଣ୍ଟ ହେବ। ଏ ନେଇ ସୂଚନା ଦେଇଛନ୍ତି ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ।

ମହାମେଣ୍ଟ ଲାଗି  ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା, ଦାମୋଦର ରାଉତ, ଓ ବ୍ରଜ ତ୍ରିପାଠୀଙ୍କ ସହ ଆଲୋଚନା ଜାରି  ରହିଥିବା ସେ କହିଛନ୍ତି।

ଏ ନେଇ ୧୦ରୁ ୧୫ ଦିନ ମଧ୍ୟରେ ଚିତ୍ର ସ୍ପଷ୍ଟ ହେବ ବୋଲ କହିଛନ୍ତି ଖାରବେଳ ସ୍ୱାଇଁ। ଏହି ପରିପ୍ରେକ୍ଷୀରେ ସେ କଂଗ୍ରେସକୁ ଯିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଏହା ସହ ବିଜେପି ଦଳରେ ଯୋଗ ଦେବା ଲାଗି କୌଣସି ଆଲୋଚନା ହୋଇନଥିବା ଖାରବେଳ କହିଛନ୍ତି।

ଆହୁରି ପଢ଼ନ୍ତୁ

ଏଠି ଏକ ସମ୍ବେଦନହୀନ ସରକାର ଚାଲିଛି- ଧର୍ମେନ୍ଦ୍ର

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

You might also like