ଓପିଜିସିର ତୃତୀୟ , ଚତୁର୍ଥ ୟୁନିଟ ଉଦ୍‌ଘାଟିତ

ଝାରସୁଗୁଡା ଜିଲ୍ଲା ବନହରପାଲିରେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଝାରସୁଗୁଡା ଜିଲ୍ଲା ବନହରପାଲି ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଓଡିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ-ଓପିଜିସିର ତୃତୀୟ ଓ ଚତୁର୍ଥ ୟୁନିଟକୁ ଉଦ୍‌ଘାଟନ କରିଛନ୍ତି।

ସେହିପରି କମ୍ପାନୀର ସୁନ୍ଦରଗଡ ଜିଲ୍ଲା ମନୋହରପୁରସ୍ଥିତ ନିଜସ୍ୱ କୋଇଲା ଖଣିକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ୧୧ ହଜାର ୫୪୭ କୋଟି ବ୍ୟୟରେ ନିର୍ମିତ ତୃତୀୟ ଓ ଚତୁର୍ଥ ୟୁନିଟରୁ୧୩୨୦ ମେଗାୱାଟ୍ ବିଦ୍ୟୁତ୍‌ ଉତ୍ପାଦନ ହେବ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like