• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବିନିକା: ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍‌ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ଗତ କିଛି ଦିନ ହେଲା ବିନିକା ସହରରେ କରୋନା ପଜିଟିଭ୍‌ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

ସୁବର୍ଣ୍ଣପୁର ଜିଲ୍ଲାରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି ମହାମାରୀ କରୋନା। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ସୁବର୍ଣ୍ଣପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ‌ ସଂଖ୍ୟା ୧,୪୮୯ରେ ପହଞ୍ଚିଛି। ସେଥିମଧ୍ୟରୁ ୭୨୬ଜଣ ସୁସ୍ଥ ହୋଇଥିବା ବେଳେ ୭୬୦ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି।

This-city-of-odisha-shutdown-for-72hrs
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories