ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ତାର ଉଗ୍ରରୂପ ଧାରଣ କରିଛି। ଇତି ମଧ୍ୟରେ ନୟାଗଡ ଜିଲ୍ଲାରେ ଦିନକୁ  କରୋନା କାୟାବିସ୍ତାର କରିବାରେ ଲାଗିଛି। ତେବେ ସଂକ୍ରମଣ ରୋକିବାକୁ ନୟାଗଡ଼ ସହର ୨ ଦିନ ସଟଡାଉନ୍ ଘୋଷଣା କରାଯାଇଛି।

ଆସନ୍ତା ସୋମ ଓ ମଙ୍ଗଳବାର ନୟାଗଡ଼ ସହର ବନ୍ଦ କରାଯିବା ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ବନ୍ଦ ରହୁଥିବା ୨ ଦିନ ସାରା ସହରକୁ ବିଶୋଧନ କରାଯିବ। ଏହି ସମୟରେ ମେଡିସିନ୍ ଦୋକାନ ଖୋଲା ରହିବ।

ଆଜି ନୟାଗଡ଼ରେ ୫୨ ଜଣ ପଜିଟିଭ ଚିହ୍ନଟ ହୋଇଛି। ଦିନକରେ ଓଡ଼ିଶାରେ ୪,୨୦୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪,୨୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୪୬ ରହିଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like