ନାବାଳିକାଙ୍କୁ ମାଡ଼ ମାରି ଭିଡିଓ ଭାଇରାଲ୍ କରିବା ଘଟଣାରେ ୩ ଗିରଫ

ନବରଙ୍ଗପୁର: ନବରଙ୍ଗପୁର ଉମରକୋଟରେ ଜଣେ ନାବାଳିକାଙ୍କୁ ଅମାନବୀୟ ଭାବେ ମାଡ଼ ମାରି ଭିଡିଓ ଭାଇରାଲ କରିବା ଘଟଣାରେ ତିନି ଯୁବକ ଗିରଫ ହୋଇଛନ୍ତି। କିଛି ଦିନ ତଳେ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହୋଇଥିଲା। ରାଇଘର ବ୍ଲକ୍ ଅନ୍ତର୍ଗତ କୁନ୍ଦେଇ ଥାନା ଅଞ୍ଚଳର ଏହି ଘଟଣାକୁ ନେଇ ପୋଲିସ ଛାନଭିନ୍ ଆରମ୍ଭ କରିଥିଲା।

ଏହି ଘଟଣାକୁ ଅଞ୍ଚଳବାସୀ ନାପସନ୍ଦ କରିଥିବା ବେଳେ ଜିଲ୍ଲାର ଆଇନ ଶୃଙ୍ଖଳା ଉପରେ ଅଙ୍ଗୁଳି ଉଠାଇଥିଲେ।  ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିବା ଦାବି କରାଯାଇଥିଲା। ଏସମ୍ପର୍କରେ କିନ୍ତୁ ପୋଲିସ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ପ୍ରେମ ସମ୍ପର୍କକୁ ନେଇ ଏହି ଘଟଣା ଘଟିଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ

ପରି ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like