ଦୁର୍ଘଟଣାରେ ପ୍ରସୂତିଙ୍କ ସହ ୩ ମୃତ, ବଞ୍ଚିଗଲେ ନବଜାତକ

ସୋନପୁର: ସମ୍ବଲପୁର-ସୋନପୁର ରାସ୍ତାରେ ବାଇକ-କାର୍ ମୁହାଁମୁହିଁ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଜଣ ବାଇକ ଆରୋହୀ ଏବଂ ମେଡ଼ିକାଲରୁ କାରରେ ଫେରୁଥିବା ଜଣେ ପ୍ରସୂତି ଅଛନ୍ତିା ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଦୁର୍ଘଟଣାଗ୍ରସ୍ତ କାର୍ ସହ ଅନ୍ୟ ଏକ କାରକୁ ଜାଳି ଦେଇଛନ୍ତି ।

ଘଟଣାସ୍ଥଳରେ ଏବେ ବି ଉତ୍ତେଜନା ଲାଗି ରହିଛି । ଏସ୍.ପତ୍ରାପାଲି ଛକରେ ଘଟିଛି ଏହି ଦୁର୍ଘଟଣା। ଦୁର୍ଘଟଣାଗ୍ରସ୍ତ ବାଇକ୍‌ରେ ୩ ଜଣ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ କାର୍ ସହ ମୁହାଁମୁହିଁ ହୋଇଥିଲା କାରଟିଏ। ମେଡିକାଲରୁ ଜଣେ ପ୍ରସୂତି ଓ ନବଜାତ ଶିଶୁକୁ ଧରି ଆସୁଥିଲା ଏହି ଗାଡି। ମୃତ ମହିଳା ଜଣକ ବିନିକା ଅଞ୍ଚଳର ସୁରୁ ଭଏନା ଏବଂ ମୃତ ୨ ବାଇକ୍ ଆରୋହୀ ହେଲେ ଭତ୍ରା ଅଞ୍ଚଳର ପବନ ବାଗ ଏବଂ ନରେଶ ବାଗ। ଗୁରୁତର ଥିବା ଅନ୍ୟ ଜଣେ ବାଇକ୍ ଆରୋହୀଙ୍କୁ ବୁର୍ଲା ମେଡ଼ିକାଲ ଏବଂ ନବଜାତ ଶିଶୁକୁ ସମ୍ବଲପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ

‘ଚାଇନା କମ୍ପାନୀ ଦ୍ୱାରା ଭାରତକୁ ଫାଇଦା’

ସମୁଦ୍ର କୂଳରେ ଏମିତି ଲୁକ୍‌ରେ ମନ୍ଦିରା, ଭାଇରାଲ ହେଲା ଫଟୋ

ଭାରତର ଲଗାତାର ୫ମ ବିଜୟ, ୱେଷ୍ଟଇଣ୍ଡିଜ୍ ଧରାଶାୟୀ

‘ଫୋନି’ ଖୋଲିଦେଲା ଜାଲ୍‌ ରାସନକାର୍ଡ ଗୁମର: ଚାଉଳ ନେଲେ ଟଙ୍କା ପାଇଁ ଆସିଲେନି

ପୋଲାଭରମ୍‌ ପ୍ରକଳ୍ପ ଆଗେଇନେବା ପାଇଁ ଆନ୍ଧ୍ରକୁ ଅନୁମତି

ଦାୟିତ୍ୱହୀନତା: ଉଦ୍ଧାର ହେଲେ ୨ ଶିଶୁପୁତ୍ର, ଜଣେ କାର୍ ଭିତରୁ, ଜଣେ ବନ୍ଦ ଘରୁ

ତିନି ରାଜ୍ୟସଭା ପ୍ରାର୍ଥୀ କୋଟିପତି, ଅମରଙ୍କ ନାଁରେ ରହିଛି ଏମିତି ଅଭିଯୋଗ

ମୋଟ୍ ବ୍ୟୟ ପରିମାଣ ୧ ଲକ୍ଷ ୩୯ ହଜାର କୋଟି  ଛୁଇଁବା ସମ୍ଭାବନା

ରାଜଧାନୀରୁ କାର ଲୁଟ୍ ଘଟଣାର ପର୍ଦ୍ଦାଫାସ

୪ ନର୍ସଙ୍କୁ ବାଧ୍ୟତାମୂଳକ ଛୁଟିରେ ପଠାଇଲା ସ୍ୱାସ୍ଥ୍ୟ ବିଭାଗ

ପାଠ୍ୟ ପୁସ୍ତକରେ ଏଣିକି ରହିବ କ୍ୟୁଆର କୋର୍ଡ

ବହୁ ଚର୍ଚ୍ଚିତ ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲା, ୫ ଦୋଷୀଙ୍କୁ ଆଜୀବନ ଜେଲ୍‌

You might also like