ଗ୍ୟାସ୍‌ ଏଜେନ୍ସି କର୍ମଚାରୀଙ୍କୁ ହାଣି ଲୁଟି ନେଲେ ୧୦ ଲକ୍ଷ ୮୦ ହଜାର ଟଙ୍କା

ଭଦ୍ରକ: ଟଙ୍କା ଡିପୋଜିଟ୍‌ କରିବା ପାଇଁ ବ୍ୟାଙ୍କ ଯାଉଥିବାବେଳେ ଜଣେ ଗ୍ୟାସ୍‌ ଏଜେନ୍ସି କର୍ମଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲ୍ଲାରେ ଏହି ଘଟଣା ଘଟିଛି।

ସୂଚନ ଅନୁସାରେ, ତିହିଡ଼ିର ଜଣେ ଗ୍ୟାସ୍ ଏଜେନ୍ସି କର୍ମଚାରୀ ଟଙ୍କା ଡିପୋଜିଟ୍‌ କରିବା ପାଇଁ ବ୍ୟାଙ୍କ୍‌ ଯାଉଥିଲେ। ଏହି ସମୟରେ ଜିଝାରପୁର ନିକଟରେ ୩ ଜଣ ଦୁର୍ବୃତ୍ତ ଆସି ତାଙ୍କୁ ପ୍ରଥମେ ଭୁଜାଲିରେ ଆକ୍ରମଣ କରିଥିଲେ। ଏହାପରେ ତାଙ୍କ ନିକଟରୁ ଟଙ୍କା ବ୍ୟାଗ୍‌ ଝାମ୍ପି ନେଇଥିଲେ। ବ୍ୟାଗରେ ୧୦ ଲକ୍ଷ ୮୦ ହଜାର ଟଙ୍କା ଥିଲା।

ଆହତ କର୍ମଚାରୀ ତିହିଡ଼ି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାକୁ ନେଇ ଥାନାରେ ଏତଲା ଦିଆଯାଇଛି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like