ଭୁବନେଶ୍ୱରରେ ଘୂର୍ଣ୍ଣିଝଡ଼ ,ପୁଣି ଘଡ଼ଘଡି ସହ ବର୍ଷା

ଭୁବନେଶ୍ବର :  ରାଜଧାନୀରେ ବାତ୍ୟା ବିପନ୍ନଙ୍କୁ ପୁଣି ଡରାଇଲା ପ୍ରବଳ ବର୍ଷା ଓ ପବନ।  କାଳବୈଶାଖୀ ପ୍ରଭାବରେ ଭୁବନେଶ୍ୱରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି।

ଆଜି ଅପରାହ୍ନରେ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ହୋଇଥିଲା। ବାତ୍ୟାର ୩ ଦିନ ପରେ ପ୍ରବଳ ବେଗରେ ପନବ ଓ ବର୍ଷା ଯୋଗୁଁ ବିପନ୍ନଙ୍କ ଦୁର୍ଦ୍ଦଶା ବଢି ଯାଇଛି।  ଅଣ୍ଟା ସିଧା କରିବାକୁ ପ୍ରୟାସ ଜାରି ରଖିଥିବାବେଳେ ବର୍ଷାରେ ପୁଣି କ୍ଷତିଗ୍ରସ୍ତ ଘର ଗୁଡିକରେ ପାଣି ଭରି ଯାଇଛି। ପୂର୍ବରୁ ଆଜି ଅପରାହ୍ନରେ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଥିଲା ପାଣିପାଗ ବିଭାଗ।

ଗଂଜାମ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାରେ ପବନ, ଘଡ଼ଘଡ଼ି ଏବଂ ବିଜୁଳି ମାରିବା ସହ ବର୍ଷାହେବା ନେଇ ପୂବାନୁମାନ କରିଥିଲା ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like