• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା। ଗତକାଲି ବରଗଡ଼ ଜିଲ୍ଲାର ଅନେକ ସ୍ଥାନରେ ବର୍ଷା ସହିତ କୁଆପଥର ମାଡ଼ ହୋଇଛି। ଏତେ କୁଆପଥର ପଡ଼ିଥିଲା ଯେ, ମାଟି ଉପରେ ଏହାର ଏକ ଆସ୍ତରଣ ଜମି ଯାଇଥିଲା।

ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବହୁ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପୂର୍ବ ବିହାରରୁ ପଶ୍ଚିମବଙ୍ଗର ଗାଙ୍ଗେୟ ସମତଳ ଅଞ୍ଚଳକୁ ପ୍ରବାହିତ ଏକ ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉତ୍ତର ଓଡିଶା ଏବଂ ଦକ୍ଷିଣ ଓଡିଶାରେ ଗୋଟେ ଦୁଇଟି ସ୍ଥାନରେ ବର୍ଷା ହେବା ପୂର୍ବାନୁମାନ କରାଯାଇଛି। କେତେକ ସ୍ଥାନରେ ଝଡ଼ତୋଫାନ ସହ କୁଆପଥର ବର୍ଷା ହେବା ନେଇ ମଧ୍ୟ ସତର୍କ ସୂଚନା ଦିଆଯାଇଛି।

ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଯିବାକୁ ମଧ୍ୟ ବାରଣ କରାଯାଇଛି।

https://youtu.be/gKg8-oKhQmI

Thunderstorm-hailstones-likely-to-lash-odisha-till-tomorrow
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories