ଝଡ଼ତୋଫାନ ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ୯ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି- ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ବଲାଙ୍ଗିର,ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି।

You might also like