୧୨ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ଘଡ଼ଘଡ଼ି ବି ମାରିବ। ଏନେଇ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା- ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ନୟାଗଡ଼ ।

ଗତକାଲି ରାତିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

ଆହୁରି ପଢ଼ନ୍ତୁ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

You might also like