ପୁଣି ଭାଇରାଲ ହେଲା କ୍ୱାରେଣ୍ଟିନ୍‌ ସେଣ୍ଟର କାରନାମା; ଗୋଟିଏ ଖୁସିରେ, ଅନ୍ୟଟି ଦୁଃଖରେ!

ଭୁବନେଶ୍ୱର: କ୍ୱାରେଣ୍ଟିନ୍ ସେଣ୍ଟରରୁ ପୁଣି ଭାଇରାଲ ହେଲା ଟିକଟକ୍ ଭିଡିଓ। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକର ଉଫୁଲା ପଞ୍ଚାୟତରେ ଥିବା କ୍ୱାରେଣ୍ଟିନ୍ ସେଣ୍ଟରରୁ ଏହି ଭିଡିଓ ଭାଇରାଲ ହୋଇଥିବା କୁହାଯାଉଛି। ଏଠାରେ ଆନ୍ଧ୍ରପ୍ରଦେଶରୁ ଫେରିଥିବା ୧୦୬ ଜଣ ରହୁଛନ୍ତି।

ତେବେ ଏମାନଙ୍କ ଭିତରୁ ଗୋଟିଏ ରୁମରେ ଥିବା ୫ ଜଣ ଯୁବକ କ୍ୱାରେଣ୍ଟିନ୍  ଓ ସାମାଜିକ ଦୂରତ୍ୱ ନିୟମ ଭୁଲି ନାଚଗୀତ ଭିଡିଓ ସୁଟିଂ କରିଥିବା ଦେଖାଯାଉଛି। ପରେ ଭିଡିଓକୁ ଟିକଟକ ସୋସିଆଲ ମିଡିଆରେ ଅପଲୋଡ୍ କରିବାରୁ ଏହା ଭାଇରାଲ ହୋଇଛି।

ସେପଟେ ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଛତାବେଢାରେ ଥିବା ଏକ କ୍ୱାରେଣ୍ଟିନ୍ ସେଣ୍ଟରରେ ଖାଦ୍ୟ ତାଲିକାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମେନ୍ୟୁ ଅନୁସାରେ ମାଛ, ମାଂସ ବଦଳରେ ଅଣ୍ଡା ଦିଆଯାଇଥିବାରୁ ଏହାକୁ ନେଇ ପ୍ରତିବାଦ ଜଣାଇବା ସହ ଏହାର ଭିଡିଓକୁ ସୋସିଆଲ ମିଡିଆରେ ଭାଇରାଲ କରିଛନ୍ତିା

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like