ଟିକ୍‌ଟକ୍ ବ୍ୟାନ୍ ପରେ ଏବେ ଚିଙ୍ଗାରୀ ଆପ୍‌ର ଚାହିଦା ବଢ଼ିଛି

ଭୁବନେଶ୍ୱର: ଟିକ୍‌ଟକ୍ ବ୍ୟାନ୍ ପରେ ଏବେ ଚିଙ୍ଗାରୀ ଆପ୍‌ର ଚାହିଦା ବଢ଼ିଛି। ବହୁ ସଂଖ୍ୟାରେ ଲୋକେ ଏବେ ଚିଙ୍ଗାରୀ ଆପ୍‌କୁ ଡାଉନ୍‌ଲୋଡ୍ କରିସାରିଲେଣି। କେବଳ ପ୍ଲେ ଷ୍ଟୋର୍‌ରୁ ଅଢ଼େଇ ମିଲିୟନ୍ ଗ୍ରାହକ ଚିଙ୍ଗାରୀକୁ ଡାଉନ୍‌ଲୋଡ୍ କରିଛନ୍ତି। ଗତ ଗୋଟିଏ ମାସରେ ଚିଙ୍ଗାରୀକୁ ଲକ୍ଷେ ଲୋକ ଡାଉନ୍‌ଲୋଡ୍ କରିଥିଲେ।

VocalForLocal: Social app Chingari garners 2.5M downloads

ତେବେ ସବୁଠୁ ବଡ଼ କଥା ହେଲା ଏହାକୁ ଡେଭଲପ୍ କରିଛନ୍ତି ବେଙ୍ଗାଲୁରୁରେ ରହୁଥିବା ଓଡ଼ିଆ ଯୁବକ ବିଶ୍ୱତ୍ମା ନାୟକ। ୨୦୧୯ରେ ଏହି ଭିଡିଓ ଶେୟାରିଂ ଆପ୍ ଚିଙ୍ଗାରିକୁ ଡେଭଲପ୍ କରିଥିଲେ ବିଶ୍ୱତ୍ମା ଓ ତାଙ୍କ ବନ୍ଧୁ ସିର୍ଦ୍ଧାଥ ଗୌତମ। ବେଙ୍ଗାଲୁରୁରେ ରହୁଥିବା ଉଭୟ ବନ୍ଧୁ ମିଳିତ ଭାବେ ଏହାକୁ ଡେପଲପ୍ କରିଛନ୍ତି।

ଚିଙ୍ଗାରୀ ଆପ୍ ଠିକ୍ ଟିକ୍‌ଟକ୍ ଭଳି କାମ କରେ। ଏଥିରେ ଇଂରାଜୀ ସମେତ ହିନ୍ଦୀ, ବଙ୍ଗଳା, ମରାଠୀ ପରି ୧୦ରୁ ଅଧିକ ଭାଷାରେ ଭିଡିଓ ବନାଇ ପାରିବେ ଉପଭୋକ୍ତା।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

You might also like