୧୧ଟି ସହରର ତାପମାତ୍ରା ୪୦ ଟପିଲା

୪୪ଡ଼ିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ି ଚାଲିଥିବା ବେଳେ ଆଜି ୧୧ଟି ସହରର ତାପମାତ୍ରା ୪୦ ଡ଼ିଗ୍ରୀ ଟପିଛି। ତତଲାଗଡ଼ ଭାବେ ପରିଚିତ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ଆଜି ତାପମାତ୍ରା ସର୍ବାଧିକ ୪୪ ଡ଼ିଗ୍ରୀ ରହିଥିଲା।

ବଲାଙ୍ଗିରରେ ତାପମାତ୍ର ୪୩ ଡ଼ିଗ୍ରୀ ରହିଥିବା ବେଳେ ଝାରସୁଗୁଡ଼ାରେ ୪୨.୨ ଡ଼ିଗ୍ରୀ ରହିଥିଲା। ଭବାନୀପାଟଣା, ମାଲକାନଗିରି ଓ ସମ୍ବଲପୁରରେ ତାପମାତ୍ର ୪୧.୯ ଡ଼ିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ହୀରାକୁଦ ଓ ଅନୁଗୋଳରେ ତାପମାତ୍ରା ଯଥାକ୍ରମେ ୪୧.୫ ଓ ୪୧.୧ ଡ଼ିଗ୍ରୀ ରହିଥିଲା।

ସୁନ୍ଦରଗଡ଼ରେ ତାପମାତ୍ରା ୪୦.୫ ଡ଼ିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀରେ ୪୦.୨ ଡ଼ିଗ୍ରୀ ରହିଥିଲା।

ଆଜି ଭୁବନେଶ୍ୱର ଅପେକ୍ଷା କଟକରେ ଅଧିକ ଖରା ହୋଇଥିଲା। କଟକରେ ତାପମାତ୍ରା ୩୯ ଡ଼ିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୩୮.୨ ଡ଼ିଗ୍ରୀ ରହିଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like