ଓଡ଼ିଶା ଫୋନି ପ୍ରଭାବିତଙ୍କ ପାଇଁ ୟୁପି ଓ ତାମିଲନାଡୁର ସହାୟତା

ଭୁବନେଶ୍ୱର : ଓଡ଼ିଶାରେ ବାତ୍ୟା ଫୋନିର ତାଣ୍ଡବ ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଫୋନି ପ୍ରଭାବିତଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି ଉତ୍ତରପ୍ରଦେଶ ଓ ତାମିଲନାଡୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ କୋଟି ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ସେହିଭଳି କେରଳ ମୁଖ୍ୟମନ୍ତ୍ରୀ କେ. ପାଲାନିସ୍ୱାମୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ କୋଟି ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

You might also like