• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ଭୁବନେଶ୍ୱର: ଆଜି ବିଜୟାଦଶମୀ। ଅସତ୍ୟ ଉପରେ ସତ୍ୟର ବିଜୟ । ଅଧର୍ମ ଉପରେ ଧର୍ମର ବିଜୟ । ଅନ୍ୟାୟ ଉପରେ ନ୍ୟାୟର ବିଜୟ। ଆଜି ହେଉଛି ସେହି ପବିତ୍ର ଦିନ, ବିଜୟା ଦଶମୀ ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ପର୍ବ। ଦଶମୀ ପୂଜା ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଦଶଭୂଜା ।

ଆଜିର ଦିନରେ ହିଁ ଭଗବାନ ରାମ ପ୍ରବଳ ପ୍ରତାପୀ ରାବଣ ଉପରେ ବିଜୟ ଲାଭ କରିଥିଲେ। ଅଧର୍ମ ଉପରେ ଧର୍ମର ବିଜୟ ସ୍ୱରୂପ ଆଜିର ଦିନରେ ରାବଣ ପୋଡ଼ି ଉତ୍ସବ ମଧ୍ୟ ଆୟୋଜିତ କରାଯାଇଥାଏ। ଆଜି ବିଭିନ୍ନ ପୂଜା ମଣ୍ଡପରେ ଆୟୋଜିତ ହେଉଛି ମାଆଙ୍କ ଦଶମୀ ପୂଜା। ଭକ୍ତଙ୍କ ଭିଡ ନ ଥିଲେ ହେଁ ରୀତିନୀତିରେ କୌଣସି ବ୍ୟତିକ୍ରମ ହେଉନି। ଆଳତି, ମନ୍ତ୍ର ତନ୍ତ୍ରରେ ହେଉଛି ମା’ଙ୍କ ଦଶମୀ ପୂଜା।

ଚଳିତ ବର୍ଷ କରୋନା ଯୋଗୁଁ ଫିକା ପଡ଼ିଛି ପୂଜା॥ ବିନା ଭକ୍ତରେ ମଣ୍ଡପରେ ମା’ଙ୍କ ପୂଜାର୍ଚ୍ଚନ କରାଯାଉଛି । କେବଳ ପୂଜକ ଓ ଆୟୋଜକଙ୍କୁ ନେଇ ପାଳନ ହେଉଛି ପୂଜା । ଦର୍ଶନ ବନ୍ଦ ଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Today-is-vijayadasami
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories