• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର : ଆଜି ଭୁବନେଶ୍ୱର ନନ୍ଦନକାନନ ପ୍ରାଣୀ ଉଦ୍ୟାନର ପ୍ରତିଷ୍ଠା ଦିବସ। ଏହି ଅବସରରେ ନନ୍ଦନକାନନରେ ସ୍ୱତନ୍ତ୍ର ଉତ୍ସବର ଆୟୋଜନ କରାଯାଉଛି। ଆଜି ଏହି ପ୍ରତିଷ୍ଠା ଦିବସ ପାଳନ ଅବସରରେ ଶାଗୁଣା ସଂରକ୍ଷଣ ଓ ପ୍ରଜନନ କେନ୍ଦ୍ରର ଶୁଭ ଉଦ୍‌ଘାଟନ ହୋଇଛି।

ଗ୍ୱାଲିଅରରରୁ ଆସିଥିବା ୧୨ଟି ଶାଗୁଣାକୁ ନେଇ ଏହି କେନ୍ଦ୍ରର ଶୁଭାରମ୍ଭ ହୋଇଛି। ପ୍ରାଣୀ ଉଦ୍ୟାନରେ ଆଜି ପର୍ଯ୍ୟଟକଙ୍କ ଭିଡ଼ ଲାଗି ରହିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନନ୍ଦନ କାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

https://youtu.be/LscUQoWSLJ0

Today-nandankanan-zoological-park-foundation-day
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories