ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ

ସମ୍ବଲପୁର : ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଏଥିପାଇଁ ଇଷ୍ଟଦେବୀଙ୍କ ମନ୍ଦିର ଓ ଘରେ ଘରେ ପ୍ରସ୍ତୁତି ହୋଇଛି।

ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ନିକଟରେ ଆଜି ସକାଳ ୧୦ଟା ୫ରୁ ୧୦ଟା ୨୦ ମଧ୍ୟରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି। ବାହାରେ ରହୁଥିବା ସଦସ୍ୟ ଏକାଠି ନୂଆଁଖାଇବା ପାଇଁ ଘରେ ପହଞ୍ଚିସାରିଲେଣି।

ଆହୁରି ପଢ଼ନ୍ତୁ

ନଭେମ୍ବର ପାଇଁ ଅନ୍‌ଲକ୍-୬ ଗାଇଡ୍‌ ଲାଇନ୍ ଜାରି

ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ…

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

You might also like