ଆଜି ଟ୍ୱିନ୍ ସିଟିରେ ୨ ମିନିଟ୍ ପାଇଁ ବନ୍ଦ ରହିବ ଟ୍ରାଫିକ୍

ଭୁବନେଶ୍ୱର: ଆଜି ଟ୍ୱିନ୍ ସିଟିରେ ୨ ମିନିଟ୍ ପାଇଁ ବନ୍ଦ ରହିବ ଟ୍ରାଫିକ୍‌‌। ସନ୍ଧ୍ୟା ୬ଟାରୁ ୬ଟା ୨ ମିନିଟ୍ ପର୍ଯ୍ୟନ୍ତ ସମସ୍ତ ଟ୍ରାଫିକ୍‌କୁ ବନ୍ଦ କରାଯିବ ବୋଲି ସୂଚନା ମିଳିଛି।

କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା ଲାଗି ଏପରି ପଦକ୍ଷେପ ନିଆଯାଇଛି । ଟ୍ରାଫିକ୍ ବନ୍ଦ ନେଇ କମିଶନରେଟ୍ ପୋଲିସ୍‌ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।

କରୋନା ଯୋଦ୍ଧାଙ୍କ ପାଇଁ ଆଜି ୨ ମିନିଟ୍ ନୀରବ ପ୍ରାର୍ଥନା କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି।

ଆହୁରି ପଢ଼ନ୍ତୁ

ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

You might also like