କାଲି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଯୋଗୁ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତାକାଲି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା-କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ, ଭଦ୍ରକ, ପୁରୀ, ଜଗତସିଂହପୁର, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

ବିଜେଡିକୁ ଜନବିରୋଧୀର ସଂଜ୍ଞା ପଚାରିଲେ ପ୍ରଦୀପଙ୍କ ପତ୍ନୀ

ପରୀ ପ୍ରସଙ୍ଗରେ କଂଗ୍ରେସକୁ ଟାର୍ଗେଟ୍ କଲା ବିଜେପି

You might also like