ଟ୍ରାଫିକ୍‌ ଚେକିଂକୁ ନେଇ ଗଣ୍ଡଗୋଳ ଘଟଣାରେ ଗିରଫ ସଂଖ୍ୟା ୧୩କୁ ବୃଦ୍ଧି

ଭୁବନେଶ୍ୱର: ଭୁବନେଶ୍ୱର ରାଜମହଲ ଛକରେ ଟ୍ରାଫିକ୍ ଚେକିଂ ବେଳେ ପୁଲିସ୍‌ ଓ ଲୋକଙ୍କ ମଧ୍ୟରେ ଗୋଣ୍ଡଗୋଳ ହୋଇଥିବା ଘଟଣାରେ ରବିବାର ପୁଲିସ୍ ଆଉ ୯ଜଣକୁ  ଗିରଫ କରିଛି। ଫଳରେ ଏହି ଘଟଣାରେ ଗିରଫ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ତେବେ ଏହି ଗଣ୍ଡଗୋଳ ଘଟଣାରେ ପୂର୍ବରୁ ୪ଜଣଙ୍କୁ ଗିରଫ କରାଯାଇଲା।

ଏମାନଙ୍କ ବିରୋଧରେ ହତ୍ୟା ଉଦ୍ୟମ ଭଳି ଦଫା ୩୦୭ ସହିତ ୧୪୭, ୧୪୮, ୨୮୩, ୩୩୨, ୩୩୬, ୩୩୭, ୩୫୩, ୫୦୬, ୨୯୪, ୩୭୯ ଓ ୧୪୯ ଭଳି ସଂଗୀନ ଧାରା ଲାଗିଛି।

 

ଆହୁରି ପଢ଼ନ୍ତୁ

ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

You might also like